ହସ୍ପିଟାଲରେ ଲାଗିଲା ନିଆଁ । କଟକ ପୁରୀଘାଟ ଥାନା ନିକଟ ଏକ ଘରୋଇ ହସ୍ପିଟାଲରେ ନିଆଁ ଲାଗିଛି । ତେବେ ପ୍ରାଥମିକ ସୂଚନା ମୁତାବକ, ସର୍ଟସର୍କିଟରୁ ଏହି ନିଆଁ ଲ
ାଗିଥିବାବେଳେ, ବର୍ତ୍ତମାନ ସମୟରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛନ୍ତି । ଅନ୍ୟପଟେ ରୋଗୀମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ତେବେ କିଛି ସମୟ ପାଇଁ ଆଇସିୟୁରେ ରହିଥିବା ରୋଗୀ ବାହାରେ ବସି ରହିଥିବା